Masthead

ସମ୍ବଲପୁରରେ ବିଭତ୍ସ ହତ୍ୟାକାଣ୍ଡ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସହରରେ ପୁଣି ଏକ ହତ୍ୟାକାଣ୍ଡ । ସହରର ଟାଉନଥାନା ଅନ୍ତର୍ଗତ ହାଉସିଂ ବୋର୍ଡ଼ କଲୋନୀ ସମ୍ମୁଖରେ ଆଜି ସନ୍ଧ୍ୟା ୮ ଟାରେ ଏହି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ ଭିମସେନ ଗୁରୁ। ହତ୍ୟାକାରୀଙ୍କୁ ଶିଘ୍ର ଧରାଯିବା ସହ କଠୋର ଦଣ୍ଡ ଦିଆଯାଉ ବୋଲି କହିଛନ୍ତି ଭିମସେନଙ୍କ ଭାଇ । ଏହି ହତ୍ୟାକାଣ୍ଡ ପୂର୍ବ ଶତ୍ରୁତାକୁ ନେଇ ହୋଇଥିବା ପୋଲିସ ଅନୁମାନ କରୁଛି ।
ଭୀମସେନ କିଛିଦିନ ହେଲା ଅନଗୁଳରୁ ସମ୍ବଲପୁର ଆସିଥିଲେ। ତେବେ କାହା ସହିତ କଣ ଶତ୍ରୁତା ରହିଛି ସେନେଇ ଟାଉନ ଥାନା ପୋଲିସ ଅଧିକ ତଦନ୍ତ କରୁଛି। ସପ୍ତାହେ ମଧ୍ୟରେ ଦୁଇଟି ହତ୍ୟାକାଣ୍ଡ ଘଟିଲାଣି। ପ୍ରଥମ ହତ୍ୟାକାଣ୍ଡର ଅଭିଯୁକ୍ତକୁ ପୋଲିସ ଧରି ନଥିବା ବେଳେ ଏବେ ଦ୍ୱିତୀୟ ଘଟଣା ସହରବାସୀଙ୍କ ମନରେ ଭୟର ବାତାବରଣ ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ