Masthead

ସମ୍ବଲପୁରରେ ପୋଲିସ ଡିିଜି

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁର ସ୍ଥତି ଧିରେ ଧିରେ ସୁଧୁରୁଛି ବୋଲି ଜିଲ୍ଲାପାଳ ଅନନ୍ୟା ଦାସ ସରକାରଙ୍କୁ ରିପୋର୍ଟ ଦେଇଛନ୍ତି । ଏହା ସତ୍ୱେ ପୋଲିସ ଡିଜି ସୁନୀଲ ବଂଶଲ ସମ୍ବଲପୁରରେ ପହଞ୍ଚିଛନ୍ତି । ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୋଲିସ ଡିଜି ସମ୍ବଲପୁରରେ ପହଞ୍ଚିଛନ୍ତି ।

ତାଙ୍କ ସହ ଅଛନ୍ତି ଆଇନଶୃଙ୍ଖଳା ଏଡିଜି ରାଧାକୃଷ୍ଣ ଶର୍ମା ଓ ଗୁଇନ୍ଦା ଏଡିଜି ସନ୍ଦୀପ ପଣ୍ଡା । ଏହି ତିନି ବରିଷ୍ଠ ଅଧିକରୀ ପରିସ୍ଥିତିର ସମୀକ୍ଷା କରିବେ । ସମୀକ୍ଷା ବୈଠକରେ କଫୁ୍ର୍ୟ ଜାରି ହୋଇଥିବା ୬ ଟି ଥାନାର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିବେ । ଡିଜିଙ୍କ ସମୀକ୍ଷା ପରେ କଫୁ୍ୟର ଭବିଷ୍ୟତ ନେଇ ସ୍ପଷ୍ଟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ