Masthead

କାଲି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ଶିକ୍ଷୟିତ୍ରି ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ବିଜେପି ପକ୍ଷରୁ ଆସନ୍ତାକାଲି ସମ୍ବଲପୁର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କର ବହିଷ୍କାର ଦାବିରେ ବନ୍ଦ ଡାକରା ଦିଆଯାଇଛି ।

ଆସନ୍ତାକାଲି ୧୨ ଘଣ୍ଟା ପାଇଁ ସମ୍ବଲପୁର ବନ୍ଦ ପାଳନ କରାଯିବ । ଏହି ସମୟରେ, ଆମ୍ବୁଲାନ୍ସ ଓ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯିବ । ତେବେ ଯଦି କୌଣସି ପରୀକ୍ଷା କିମ୍ବା ଆଡମିଶନ ଥିବ ତାହାକୁ ବି ବନ୍ଦ ରୁ ବାଦ ଦିଆଯିବ । ଏ ନେଇ ବିଜେପି ପକ୍ଷରୁ କୁହାଯାଇଛି । ତେବେ ବ୍ୟବସାୟିକ ପ୍ରତିଷ୍ଠାନ ସହ ସରକାରୀ ଓ ଘରୋଇ ଅଫିସ, ବ୍ୟାଙ୍କ, ବୀମା କାର୍ଯ୍ୟାଳୟ ଓ ଗାଡି ଚଳାଚଳ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ