Masthead

କାଲି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ଶିକ୍ଷୟିତ୍ରି ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ବିଜେପି ପକ୍ଷରୁ ଆସନ୍ତାକାଲି ସମ୍ବଲପୁର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କର ବହିଷ୍କାର ଦାବିରେ ବନ୍ଦ ଡାକରା ଦିଆଯାଇଛି ।

ଆସନ୍ତାକାଲି ୧୨ ଘଣ୍ଟା ପାଇଁ ସମ୍ବଲପୁର ବନ୍ଦ ପାଳନ କରାଯିବ । ଏହି ସମୟରେ, ଆମ୍ବୁଲାନ୍ସ ଓ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯିବ । ତେବେ ଯଦି କୌଣସି ପରୀକ୍ଷା କିମ୍ବା ଆଡମିଶନ ଥିବ ତାହାକୁ ବି ବନ୍ଦ ରୁ ବାଦ ଦିଆଯିବ । ଏ ନେଇ ବିଜେପି ପକ୍ଷରୁ କୁହାଯାଇଛି । ତେବେ ବ୍ୟବସାୟିକ ପ୍ରତିଷ୍ଠାନ ସହ ସରକାରୀ ଓ ଘରୋଇ ଅଫିସ, ବ୍ୟାଙ୍କ, ବୀମା କାର୍ଯ୍ୟାଳୟ ଓ ଗାଡି ଚଳାଚଳ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା