Masthead

ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଦିନଟିଏ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ନୂଆଖାଇ ଆସନ୍ତା ୨୧ ତାରିଖକୁ ସ୍ଥାନୀୟ ଛୁଟି ଘୋଷଣା କଲେ ସମ୍ବଲପୁର ଆରଡିସି । ସ୍ଥାନୀୟ ଜନ ସମୁଦାୟଙ୍କ ଦାବି ଅନୁସାରେ ନୁଆଁଖାଇ ପରଦିନ ଅର୍ଥାତ ୨୧ ତାରିଖକୁ ଆରଡିସି ଛୁଟି ଘୋଷଣା କରିଛନ୍ତି । ଆରଡିସି ସୁରେଶ ଚନ୍ଦ୍ର ଦଳାଇ ଏହି ଘୋଷଣା କରିଛନ୍ତି । ସମ୍ବଲପୁର, ବରଗଡ ଜିଲ୍ଲା ସମେତ ସୁନ୍ଦରଗଡ ସଦର ସବ୍ଡିଭିଜନକୁ ଛୁଟି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ