Masthead

ତାତିଲେ ଉଠା ଦୋକାନୀ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଉଠା ଦୋକାନୀଙ୍କ ଉପରେ ଦାଉ ସାଜିଛି ସମ୍ବଲପୁର ମହାନଗର ନିଗମ । ସହରର ବିଭିନ୍ନ ସ୍ଥାନରେ ଦୋକାନ ଲଗାଇଥିବା ଦୋକାନୀଙ୍କୁ ବାରମ୍ବାର ସ୍ଥାନାନ୍ତରିତ କରାଯାଉଛି । ବାରମ୍ବାର ସ୍ଥାନାନ୍ତର ହେବା ଯୋଗୁଁ ବେପାର ମାନ୍ଦା ହେବା ସହ ବେପାରୀମାନେ ଦୁର୍ଦ୍ଦିନରେ ଗତି କରୁଛନ୍ତି । ଏହାର ପ୍ରତିବାଦରେ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ଘେରିଛନ୍ତି ଉଠା ଦୋକାନୀ ।

ସମ୍ବଲପୁର ମହାନଗର ନିଗମ ଆଗରେ ଉଠାଦୋକାନୀମାନେ ପ୍ରତିବାଦ କରିଛନ୍ତି । ସ୍ଥାୟୀ ଭେଣ୍ଡିଂ ଜୋନ ଦେବାରେ ସକ୍ଷମ ହୋଇ ନ ଥିବା ମହାନଗର ନିଗମ ବାରମ୍ବାର ସ୍ଥାନାନ୍ତରକୁ ସାଧାରଣରେ ମଧ୍ୟ ନିନ୍ଦାଯାଇଛି । ଗୋଲ ବଜାରରେ ଥିବା ଉଠା ବେପାରୀଙ୍କୁ ସ୍ଥାନାନ୍ତରିତ କରାଯାଇଛି । ଉଠାଦୋକାନୀ ସଂଘ ସହ ଆଲୋଚନା ପରେ ଏକ କମିଟି ଗଠନ କରାଯାଇ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି କମିସନର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା