Masthead

କଡ଼ା ସୁରକ୍ଷାରେ ସମ୍ବଲପୁର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପୋଲିସ୍‌ ଛାଉଣୀରେ ସମ୍ବଲପୁର । ହନୁମାନ ଜୟନ୍ତୀରେ ସନ୍ଧ୍ୟାରେ ବାହାରିବ ଶୋଭାଯାତ୍ରା । ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସହରରେ ଅଶାନ୍ତ ପରିସ୍ଥିତି ଉପୁଜିଥିବାରୁ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ବୃକ୍ସପାଲ ସ୍ଥିତ ହନୁମାନ ମନ୍ଦିରରୁ ସନ୍ଧ୍ୟାରେ ଭବ୍ୟ ଶୋଭାଯାତ୍ରା ବାହାରିବା କାର୍ଯ୍ୟକ୍ରମ ରହିଛି।

ଜିଲ୍ଲା ସ୍କୁଲ ଛକରେ ମହା ଆଳତି ପରେ ବାଜା, ରୋଷଣୀ ସହ ସହରର ଲକ୍ଷ୍ମୀଟକିଜ୍ ଛକ, ବେଲ ବଜାର ଛକ ଅତିକ୍ରମ କରି ଶକ୍ତି ଛକରେ ପହଞ୍ଚିବ ଶୋଭାଯାତ୍ରା। ଅନ୍ୟ ପଡ଼ା ଗୁଡ଼ିକରୁ ବି ଶୋଭାଯାତ୍ରା ବାହାରି ଏହି ଶକ୍ତି ଛକରେ ପହଞ୍ଚିବ। ଗତକାଲି ମୋତିଝରଣ ରାସ୍ତା ଦେଇ ଗେଙ୍ଗୁଟିପାଲି ଯାଏ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ