Masthead

କଡ଼ା ସୁରକ୍ଷାରେ ସମ୍ବଲପୁର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପୋଲିସ୍‌ ଛାଉଣୀରେ ସମ୍ବଲପୁର । ହନୁମାନ ଜୟନ୍ତୀରେ ସନ୍ଧ୍ୟାରେ ବାହାରିବ ଶୋଭାଯାତ୍ରା । ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସହରରେ ଅଶାନ୍ତ ପରିସ୍ଥିତି ଉପୁଜିଥିବାରୁ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ବୃକ୍ସପାଲ ସ୍ଥିତ ହନୁମାନ ମନ୍ଦିରରୁ ସନ୍ଧ୍ୟାରେ ଭବ୍ୟ ଶୋଭାଯାତ୍ରା ବାହାରିବା କାର୍ଯ୍ୟକ୍ରମ ରହିଛି।

ଜିଲ୍ଲା ସ୍କୁଲ ଛକରେ ମହା ଆଳତି ପରେ ବାଜା, ରୋଷଣୀ ସହ ସହରର ଲକ୍ଷ୍ମୀଟକିଜ୍ ଛକ, ବେଲ ବଜାର ଛକ ଅତିକ୍ରମ କରି ଶକ୍ତି ଛକରେ ପହଞ୍ଚିବ ଶୋଭାଯାତ୍ରା। ଅନ୍ୟ ପଡ଼ା ଗୁଡ଼ିକରୁ ବି ଶୋଭାଯାତ୍ରା ବାହାରି ଏହି ଶକ୍ତି ଛକରେ ପହଞ୍ଚିବ। ଗତକାଲି ମୋତିଝରଣ ରାସ୍ତା ଦେଇ ଗେଙ୍ଗୁଟିପାଲି ଯାଏ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ