Masthead

ରାୟଗଡ଼ାରେ ବନ୍ଦର ପ୍ରଭାବ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ):ସମ୍ୱଲପୁରରେ ସାମ୍ପ୍ରଦାୟିକ ହିଂସାକୁ ପ୍ରତିବାଦ କରି ବିଶ୍ବହିନ୍ଦୁ ପରିଷଦ ଆଜି ରାସ୍ତା ଓହ୍ଲାଇଛି। ଓଡ଼ିଶାର ୧୪ ଟି ଜିଲ୍ଲାକୁ ବନ୍ଦ ପାଳନ ଡ଼ାକରା ଦିଆଯାଇଥିବାବେଳ ରାୟଗଡ଼ ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଶ୍ୱହିନ୍ଦୁ ପରିଷଦର ସଦସ୍ୟ ସମେତ ବଜରଙ୍ଗଦଳ ଓ ବିଜେପିର କର୍ମକର୍ତ୍ତାମାନେ ୩୨୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଘଟଣା ଘଟିବାର ବହୁଦିନ ବିତିଯାଇଥିଲେ ମଧ୍ୟ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନାହିଁ। ପୁଲିସ ଓ ସରକାରଙ୍କ ଅପାରଗତାକୁ ନିନ୍ଦା କରିଛନ୍ତି ଆନ୍ଦୋଳନକାରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ