Masthead

ରାୟଗଡ଼ାରେ ବନ୍ଦର ପ୍ରଭାବ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ):ସମ୍ୱଲପୁରରେ ସାମ୍ପ୍ରଦାୟିକ ହିଂସାକୁ ପ୍ରତିବାଦ କରି ବିଶ୍ବହିନ୍ଦୁ ପରିଷଦ ଆଜି ରାସ୍ତା ଓହ୍ଲାଇଛି। ଓଡ଼ିଶାର ୧୪ ଟି ଜିଲ୍ଲାକୁ ବନ୍ଦ ପାଳନ ଡ଼ାକରା ଦିଆଯାଇଥିବାବେଳ ରାୟଗଡ଼ ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଶ୍ୱହିନ୍ଦୁ ପରିଷଦର ସଦସ୍ୟ ସମେତ ବଜରଙ୍ଗଦଳ ଓ ବିଜେପିର କର୍ମକର୍ତ୍ତାମାନେ ୩୨୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଘଟଣା ଘଟିବାର ବହୁଦିନ ବିତିଯାଇଥିଲେ ମଧ୍ୟ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନାହିଁ। ପୁଲିସ ଓ ସରକାରଙ୍କ ଅପାରଗତାକୁ ନିନ୍ଦା କରିଛନ୍ତି ଆନ୍ଦୋଳନକାରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’