Masthead

ସମ୍ବଲପୁରରେ ସାଢେ ୬ ଘଣ୍ଟା କର୍ଫ୍ୟୁ କୋହଳ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ କୋହଳ ହେଲା କର୍ଫ୍ୟୁ । ସାଢେ ୬ ଘଣ୍ଟା କୋହଳ ରହିବ କର୍ଫ୍ୟୁ । ସକାଳ ସାଢ଼େ ୭ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ୪ ଘଣ୍ଟା ଓ ଦିନ ସାଢ଼େ ୩ଟାରୁ ୬ଟା ଯାଏଁ ଅଢ଼େଇ ଘଣ୍ଟା କୋହଳ ରହିବ । ସୁଧୁରିବାରେ ଲାଗିଛି ସ୍ଥିତି । ସେପଟେ ଆଜି ସ୍ୱାଭାବିକ ହେବ ଇଣ୍ଟରନେଟ ସେବା । ୪ଦିନ ଧରି ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ ରହିଥିଲା ।

ଇଣ୍ଟରନେଟ୍ ବନ୍ଦ ପ୍ରସଙ୍ଗରେ ଆଜି ଆଲୋଚନା ହେବ । ଏବଂ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଗଣ୍ଡଗୋଳ ଘଟଣାରେ ଗିରଫ ସଂଖ୍ୟା ୭୯ରେ ପହଞ୍ଚିଛି । ସେପଟେ ଜିଲ୍ଲାରେ କର୍ଫ୍ୟୁ ଥିବାରୁ ମଙ୍ଗଳବାର ପର୍ୟ୍ୟନ୍ତ ସ୍କୁଲ ଛୁଟି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ