Masthead

ସମ୍ବଲପୁର ହିଂସା ଘଟଣା, ଗିରଫ ସଂଖ୍ୟା ୭୯କୁ ବୃଦ୍ଧି

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁର ହିଂସା ଘଟଣା । ଆଉ ୩୦ ଜଣଙ୍କୁ ଗିରଫ କଲା ପୋଲିସ । ଘଟଣାରେ ଗିରଫଦାରୀ ସଂଖ୍ୟା ୭୯କୁ ବୃଦ୍ଧି ହୋଇଛି । ଆଜି ଘଟଣାର ସମୀକ୍ଷା କରିବେ ଡିଜିପି । କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ସମ୍ବଲପୁର ପୁଲିସ । ଶୁକ୍ରବାର ୨୬ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଶନିବାର ୨୩ ଜଣଙ୍କୁ ଗିରଫ କରାଯାଇଛି । ସେହିପରି ସିସିଟିଭି ଓ ଭିଜୁଆଲ୍ ପ୍ରମାଣ ଆଧାରରେ ଆହୁରି ୫୦ ଜଣଙ୍କୁ ଗିରଫ କରିବା ପାଇଁ ଚିହ୍ନଟ କରାଯାଇଛି ।

ଏମାନଙ୍କୁ ଖୁବଶୀଘ୍ର ଗିରଫ କରାଯାଇପାରେ । ସେପଟେ ସମ୍ବଲପୁରରେ ସୃଷ୍ଟି ହୋଇଥିବା ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ । ସହରର ବିଭିନ୍ନ ସ୍ଥାନକୁ ନିଜେ ଯାଇ ଆଇନଶୃଙ୍ଖଳା ସ୍ଥିତିର ଅନୁଧ୍ୟାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ