Masthead

ଅସହାୟ ପରିବାର ସହ ଦୀପାବଳି ପାଳିଲେ ବିଜେପି ନେତା

ପିପିଲି (ବଡ଼ ଖବର ବ୍ୟୁରୋ): ଗରିବ ଅସହାୟଙ୍କ ସହ ଦିପାବଳୀ ପାଳିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ଵିତ ପାତ୍ର । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଶ୍ରୀପୁରୁଷୋତ୍ତମପୁର ପଞ୍ଚାୟତ ଥେଣ୍ଟନା ଗାଁ ଦଳିତ ସାହିରେ ଘରଘର ବୁଲି ଲୋକମାନଙ୍କ ଦୀପ ଲଗାଇ ଦୀପାବଳି ପାଳିଛନ୍ତି ସମ୍ବିତ । ଏଥିସହ ସାହିରେ ଲୁଗା ଓ ମିଠା ବାଣ୍ଟିଛନ୍ତି । ପିଲାମାନଙ୍କୁ ମିଠା ଖୁଆଇ ଥିବାବେଳେ ବୟସ୍କମାନଙ୍କ ଅ।ଶୀର୍ବାଦ ନେଇଥିଲେ । ଏହି ଅବସରରେ ପୁରୀ ଜିଲ୍ଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ସମେତ ବହୁ ବିଜେପି ନେତା ଓ କର୍ମୀ ସାମିଲ ହୋଇଥିଲେ । ସମ୍ଵିତଙ୍କୁ ପାଖରେ ପାଇ ବେଶ ଉତ୍ସାହିତ ଥିଲେ ଥେଣ୍ଟନା ଗ୍ରାବବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି