ଅସହାୟ ପରିବାର ସହ ଦୀପାବଳି ପାଳିଲେ ବିଜେପି ନେତା

ପିପିଲି (ବଡ଼ ଖବର ବ୍ୟୁରୋ): ଗରିବ ଅସହାୟଙ୍କ ସହ ଦିପାବଳୀ ପାଳିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ଵିତ ପାତ୍ର । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଶ୍ରୀପୁରୁଷୋତ୍ତମପୁର ପଞ୍ଚାୟତ ଥେଣ୍ଟନା ଗାଁ ଦଳିତ ସାହିରେ ଘରଘର ବୁଲି ଲୋକମାନଙ୍କ ଦୀପ ଲଗାଇ ଦୀପାବଳି ପାଳିଛନ୍ତି ସମ୍ବିତ । ଏଥିସହ ସାହିରେ ଲୁଗା ଓ ମିଠା ବାଣ୍ଟିଛନ୍ତି । ପିଲାମାନଙ୍କୁ ମିଠା ଖୁଆଇ ଥିବାବେଳେ ବୟସ୍କମାନଙ୍କ ଅ।ଶୀର୍ବାଦ ନେଇଥିଲେ । ଏହି ଅବସରରେ ପୁରୀ ଜିଲ୍ଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ସମେତ ବହୁ ବିଜେପି ନେତା ଓ କର୍ମୀ ସାମିଲ ହୋଇଥିଲେ । ସମ୍ଵିତଙ୍କୁ ପାଖରେ ପାଇ ବେଶ ଉତ୍ସାହିତ ଥିଲେ ଥେଣ୍ଟନା ଗ୍ରାବବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ