ଆଇନ ସମସ୍ତଙ୍କ ପାଇଁ ସମାନ: ସମ୍ବିତ ପାତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କଲେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର । କହିଲେ କୋର୍ଟଙ୍କ ରାୟରେ ଗାନ୍ଧି ପରିବାରର ଅହଙ୍କାର ଭାଙ୍ଗିଯାଇଛି । ଆଇନ ସମସ୍ତଙ୍କ ପାଇଁ ସମାନ ଅଟେ । ମୋଦି ସରନେମ ମନ୍ତବ୍ୟ ପାଇଁ ରାହୁଲଙ୍କୁ ସୁରଟ କୋର୍ଟ ୨ ବର୍ଷର ଦେଣ୍ଡାଦେଶ ଶୁଣାଇଥିଲେ ।

ଏହା ବିରୋଧରେ ରାହୁଲ ପିଟିସନ ଦାଖଲ କରିଥିଲେ । କିନ୍ତୁ କୋର୍ଟ ତାଙ୍କ ପିଟସନକୁ ଖାରଜ କରି ଦେଇଛନ୍ତି ।ଏ ନେଇ ବିଜେପି ସୁରଟ ସେସନ କୋର୍ଟର ରାୟକୁ ପ୍ରଶଂସା କରି କହିଛନ୍ତି, ଏହା ନ୍ୟାୟପାଳିକା ଏବଂ ଲୋକଙ୍କ ପାଇଁ ବିଜୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ