Masthead

ରାହୁଲ କ୍ଷମା ମାଗନ୍ତୁ: ସମ୍ବିତ ପାତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ରାହୁଲ ଗାନ୍ଧୀ ନିଜ ମନ୍ତବ୍ୟକୁ ନେଇ କ୍ଷମା ମାଗନ୍ତୁ ବୋଲି କହିଲା ବିଜେପି । ବିଜେପିର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀ କରି ରାହୁଲଙ୍କ କ୍ଷମା ପ୍ରାର୍ଥନା ଉପରେ ଜୋର ଦେଇଛନ୍ତି। ସମ୍ବିତ କହିଛନ୍ତି, ରାହୁଲ ଗାନ୍ଧୀଙ୍କୁ କ୍ଷମା ମାଗିବାକୁ ପଡ଼ିବ। ସେ କ୍ଷମା ନ ମାଗିବା ପର୍ଯ୍ୟନ୍ତ ଆମେ ଆମର ଦାବି ଜାରି ରଖିବୁ।

ବିଜେପି ରାହୁଲ ଗାନ୍ଧୀଙ୍କୁ ପ୍ରତିଦିନ କ୍ଷମା ମାଗିବାକୁ କାହିଁକି କହୁଛି ବୋଲି ପ୍ରଶ୍ନରେ ସମ୍ବିତ କହିଛନ୍ତି, ଲଣ୍ଡନରେ ଯଦି ରାହୁଲ ଗାନ୍ଧୀ ଏଭଳି ମନ୍ତ୍ୟବ୍ୟ ଦେବାବେଳେ, ତେବେ ନିନ୍ଦନୀୟ ବିଷୟ। ଏହା ଏକ ସମସ୍ୟା ନୁହେଁ, ଏକ ଷଡ଼ଯନ୍ତ୍ର। ରାହୁଲ ଗାନ୍ଧୀ ହେଉଛନ୍ତି ଆଜିର ରାଜନୀତିର ମିର ଜାଫର। ଆଜିର ମୀର ଜାଫରଙ୍କୁ କ୍ଷମା ମାଗିବାକୁ ପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ