Masthead

ରାହୁଲ କ୍ଷମା ମାଗନ୍ତୁ: ସମ୍ବିତ ପାତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ରାହୁଲ ଗାନ୍ଧୀ ନିଜ ମନ୍ତବ୍ୟକୁ ନେଇ କ୍ଷମା ମାଗନ୍ତୁ ବୋଲି କହିଲା ବିଜେପି । ବିଜେପିର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀ କରି ରାହୁଲଙ୍କ କ୍ଷମା ପ୍ରାର୍ଥନା ଉପରେ ଜୋର ଦେଇଛନ୍ତି। ସମ୍ବିତ କହିଛନ୍ତି, ରାହୁଲ ଗାନ୍ଧୀଙ୍କୁ କ୍ଷମା ମାଗିବାକୁ ପଡ଼ିବ। ସେ କ୍ଷମା ନ ମାଗିବା ପର୍ଯ୍ୟନ୍ତ ଆମେ ଆମର ଦାବି ଜାରି ରଖିବୁ।

ବିଜେପି ରାହୁଲ ଗାନ୍ଧୀଙ୍କୁ ପ୍ରତିଦିନ କ୍ଷମା ମାଗିବାକୁ କାହିଁକି କହୁଛି ବୋଲି ପ୍ରଶ୍ନରେ ସମ୍ବିତ କହିଛନ୍ତି, ଲଣ୍ଡନରେ ଯଦି ରାହୁଲ ଗାନ୍ଧୀ ଏଭଳି ମନ୍ତ୍ୟବ୍ୟ ଦେବାବେଳେ, ତେବେ ନିନ୍ଦନୀୟ ବିଷୟ। ଏହା ଏକ ସମସ୍ୟା ନୁହେଁ, ଏକ ଷଡ଼ଯନ୍ତ୍ର। ରାହୁଲ ଗାନ୍ଧୀ ହେଉଛନ୍ତି ଆଜିର ରାଜନୀତିର ମିର ଜାଫର। ଆଜିର ମୀର ଜାଫରଙ୍କୁ କ୍ଷମା ମାଗିବାକୁ ପଡିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା