Masthead

କ୍ଷମା ମାଗିଲେ ସମ୍ବିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁଲ ଉଚ୍ଚାରଣ । ଏବେ ୩ ଦିନ କରିବେ ଉପବାସ । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କିତ ବୟାନ ପରେ ଭୁଲ ସ୍ୱୀକାର କଲେ ପୁରୀ ଲୋକସଭା ଆସନ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରାର୍ଥୀ ସମ୍ବିତ ପାତ୍ର । ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଭୁଲ ବଶତଃ ଉଚ୍ଚାରଣ ହୋଇଥିଲା ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭକ୍ତ ମୋଦୀ ବୋଲି କହିବା ବଦଳରେ ମୋଦୀଙ୍କ ଭକ୍ତ ଜଗନ୍ନାଥ ବୋଲି ଉଚ୍ଚାରଣ କରିଥିଲେ । ଏହାକୁ ନେଇ ରାଜନୀତି କରିବା ଅନୁଚିତ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ସମୟରେ ପୁରୀ ବଡଦାଣ୍ଡରେ ଜନଗହଳି ଥିଲା । ସେହି ସମୟରେ ସାମ୍ବାଦିକଙ୍କୁ ପ୍ରତିକ୍ରିୟା ଦେବା ବେଳେ ଭୁଲରେ ଏଭଳି କହିଥିବା େ ଓ ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା