Masthead

ଲୋକ କ’ଣ ଭାବୁଛନ୍ତି ବଡ଼ କଥା ନୁହେଁ , ମୋଦି ସବୁଠୁ ଶକ୍ତିଶାଳୀ ପ୍ରଧାନମନ୍ତ୍ରୀ: ସମ୍ବିତ ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟ ଚର୍ଚ୍ଚା ଭିତରେ ବିଜୁ ଜନତା ଦଳର ପାରାଦୀପ ବିଧାୟକ ଦାମ ରାଉତରାୟଙ୍କ ପୁଅ ସମ୍ବିତ ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଲୋକ କ’ଣ ଭାବୁଛନ୍ତି ସେଇଟା ବଡ଼ କଥା ନୁହେଁ । ବଡ଼ କଥା ହେଉଛି ମୋଦି ହେଉଛନ୍ତି ଶକ୍ତିଶାଳୀ ପ୍ରଧାନମନ୍ତ୍ରୀ । ତାଙ୍କ ନେତୃତ୍ୱରେ ବର୍ତ୍ତମାନ ପୃଥିବୀର ଫିପଥ ଲାରଜେଷ୍ଟିଂ ଇକୋନୋମି ହେଉଛି ଇଣ୍ଡିଆ । ୟା ସାଙ୍ଗରେ ତାଳ ଦେଇ ଓଡ଼ିଶାକୁ ଚାଲିବାକୁ ହେଲେ ଆମକୁ ବହୁତ କିଛି କରିଛୁ । ଏବଂ ଯଦି କେନ୍ଦ୍ର ସରକାରଙ୍କ ସହ ମେଣ୍ଟ କଲୁ ଏବଂ କେନ୍ଦ୍ର ସରକାରଙ୍କ ସହୋଯୋଗ ଆଉ ଟିକେ ମିଳିଲା ତାହାଲେ ଓଡ଼ିଶାର ବିକାଶ ନିଶ୍ଚିତ ଭାବେ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି