Masthead

ସମଲିଙ୍ଗୀ ବିବାହ, ଏପ୍ରିଲ ୧୮କୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ସମଲିଙ୍ଗୀ ବିବାହ ମାମଲା । ଏପ୍ରିଲ ୧୮କୁ ଘୁଞ୍ଚିଲା ଶୁଣାଣି । ୫ ଜଣିଆ ଖଣ୍ଡପୀଠରେ ଶୁଣାଣି କରିବେ ସୁପି୍ରମକୋର୍ଟ । ସୁପ୍ରିମକୋର୍ଟରେ ଦାଖଲ କରିଥିବା ସତ୍ୟପାଠରେ କେନ୍ଦ୍ର ସରକାର ଉଲ୍ଲେଖ କରିଥିଲେ ଯେ ସମଲିଙ୍ଗୀ ବିବାହକୁ ପାରିବାରିକ ବ୍ୟବସ୍ଥାର ବିରୋଧୀ । ସୋମବାର ଏହି ମାମଲାର ଶୁଶାଣି ପାଇଁ ଧାର୍ୟ୍ୟ ହୋଇଥିଲା ।କିନ୍ତୁ ସର୍ବୋଚ୍ଚ ଅଦାଲତ ସମଲିଙ୍ଗୀ ବିବାହ ସମ୍ପର୍କିତ ଆବେଦନକୁ ସାମ୍ବିଧାନିକ ବେଞ୍ଚକୁ ପଠାଇ ଦେଇଛନ୍ତି ।

ଏପ୍ରିଲ ୧୮ ତାରିଖରେ ହେବାକୁଥିବା ଶୁଣାଣିର ସିଧାପ୍ରସାରଣ ୱେବସାଇଟ୍ ଓ ୟୁଟ୍ୟୁବରେ ହେବ । ବର୍ତ୍ତମାନ ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ପାଇଁ ହୋଇଥିବା ଆବେଦନର ଶୁଣାଣି ୩ଜଣିଆ ଖଣ୍ଡପୀଠ କରୁଥିଲେ । କିନ୍ତୁ ଏବେ ଏହାର ଶୁଣାଣି ୫ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ