Masthead

ସମୀର ୱାଙ୍ଖଡେଙ୍କୁ ଏନସିବିର ଜେରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସମୀର ୱାଙ୍ଖଡେଙ୍କ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଡ୍ରଗ୍ସ ମାମଲାରେ ଗିରଫ ଶାହାରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ଘଟଣାର ତଦନ୍ତ କରୁଥିବା ଏନସିବିର ଜେନେରାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ଏବେ ଅଡ଼ୁଆରେ । ତେବେ ଅଭିଯୁକ୍ତ ଆର୍ୟନ ଖାନଙ୍କୁ ଛାଡ଼ିବା ପାଇଁ ୨୫ କୋଟି ଟଙ୍କାର ଲାଞ୍ଚ ଅଭିଯୋଗରେ ଏହି ଘଟଣାରେ ଜଣେ ସାକ୍ଷୀଙ୍କ ଦାବୀ ଉପରେ ଏନସିବି ତାଙ୍କୁ ଜେରା କରିବ ବୋଲି ସୂଚନା ମିଳିଛି ।

 

ବର୍ତ୍ତମାନ ଏନସିବିର ସ୍ୱତନ୍ତ୍ର ୫ ଜଣିଆ ଟିମ୍ ଘଟଣାର ତଦନ୍ତ କରୁଛି । ସେପଟେ ଅଧିକ ତଦନ୍ତ ପାଇଁ ଏନସିବିର ଏହି ଟିମ୍ ଦିଲ୍ଲୀରୁ ମୁମ୍ବାଇ ଆସିବ । ପରେ ସେମାନେ ୨୫ କୋଟି ଟଙ୍କାର ଡିଲ୍ ସଂପର୍କରେ ସମୀରଙ୍କୁ ଜେରା କରିବେ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ