Masthead

ସ’ ମିଲରେ ଚଢାଉ

ନିଆଳି(ବଡ଼ ଖବର ବ୍ୟୁରୋ): କଟକ ସଦର ଥାନା ଅଧୀନ କୋଠପାଟଣାରେ ଦୀର୍ଘ ବର୍ଷ ଧରି ଚାଲିଥିଲା ଏକ ବେଆଇନ ସ’ ମିଲ । ବୁଧବାର ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଫୁଲନଖରା, କଟକ, ମଞ୍ଚେସ୍ୱର ରେଞ୍ଜ ଓ କଟକ ସଦର ପୋଲିସ ମିଳିତ ଭାବେ ଚଢାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ଶାଳ, ଶିରିଶ , ଶାଗୁଆନ ଆଦି କାଠ ଜବତ କରିଛନ୍ତି । ମିଲର ସମସ୍ତ ଯନ୍ତ୍ରାଂସକୁ ଖୋଲି ନିଆଯାଇଛି । ଦୀର୍ଘବର୍ଷ ଧରି ଏଠାରେ ଚୋରା କରତକଳ ଚାଲୁଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ