Masthead

ଟିକେଟ୍‌ କଟିବା ପରେ ଏକାଠି ହେଲେ ସମର୍ଥକ, ଭାବବିହ୍ୱଳ ହେଲେ ସମୀର

ନିମାପଡ଼ା(ବଡ଼ ଖବର ବ୍ୟୁରୋ):କଟିଲା ଟିକେଟ ଶକ୍ତି ପ୍ରଦର୍ଶନ କଲେ ସମୀର ଦାଶ । ନିମାପଡ଼ାର ତିନି ଥରର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଏଥର ଟିକେଟ ଦେଇନି ବିଜେଡି। ତାଙ୍କ ବଦଳରେ ଦଳ ଦିଲ୍ଲୀପ କୁମାର ନାୟକଙ୍କୁ ଟିକେଟ ଦେଇଛି। ଏହାକୁ ନେଇ ମନ ଊଣା କରିଛନ୍ତି ସମୀର ରଞ୍ଜନ ଦାଶ। ଆଜି ଏକ ବୈଠକରେ ଏହା ଜଳ ଜଳ ଦେଖାଯାଇଥିଲା।

ନିଜ ସମର୍ଥକଙ୍କ ଦ୍ୱାରା ଆୟୋଜିତ ଏହି ବୈଠକକୁ ସମ୍ବୋଧିତ କଲା ବେଳେ ସେ ଭାବବିହ୍ୱଳ ହୋଇଗଲେ ସମୀର । ଆସନ୍ତା ଶନିବାର ନିଜ ସମର୍ଥକଙ୍କ ସହିତ ସମୀର ରଞ୍ଜନ ଦାଶ ଦଳ ନିକଟରେ ଟିକେଟ ପରିବର୍ତ୍ତନ ପାଇଁ ନିବେଦନ କରିବେ। ତାଙ୍କ ସମର୍ଥକଙ୍କ ଦ୍ୱାରା ଆୟୋଜିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଜେଡି କିଛି ସ୍ଥାନରେ ତା’ର ପୂର୍ବ ନିଷ୍ପତ୍ତିକୁ ବଦଳାଇ ପ୍ରାର୍ଥୀ ପରିବର୍ତ୍ତନ କରିଥିବାରୁ ତାଙ୍କ କ୍ଷେତ୍ରରେ ମଧ୍ୟ ସକାରାତ୍ମକ ଫଳାଫଳ ଆସିବ ବୋଲି ଆଶା ରଖିଛନ୍ତି ସମୀର।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି