ପଦ୍ମ ଧରିଲେ ସମୀର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ସମୀର ଦାଶ । ବିଜେଡି ଛାଡ଼ି ବିଜେପିରେ ମିଶିଲେ ସମୀର ଦାଶ । ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ । ବିଜୟପାଲ ସିଂ ତୋମାର, ମନମୋହନ ସାମଲଙ୍କ ଉପସ୍ଥିତିରେ ମିଶିଲେ ସମୀର । ଟିକେଟ କଟିଥିବାରୁ ସକାଳେ ବିଜେଡି ଛାଡ଼ିଥିଲେ ସମୀର ।  ବିଜେଡି ନେତୃବୃନ୍ଦ ଭରସା ନ କରିବାରୁ ଦଳ ଛାଡ଼ିଲି କହିଲେ ସମୀର ।  ପ୍ରଭାତି ପରିଡ଼ା ଲକ୍ଷାଧିକ ଭୋଟରେ ନିଶ୍ଚିତ ଜିତିବେ ବୋଲି କହିଛନ୍ତି ସମୀର ।

ବିଜେପିରେ ସାମିଲ୍ ହେବା ପରେ ସମୀର ଦାଶଙ୍କ ପ୍ରତିକ୍ରିୟା । ମୋ ଉପରେ ବିଜେଡି ନେତାଙ୍କ ଭରସା ରହିଲାନି । ନେତୃତ୍ବର ଭରସା ନ ରହିଲେ ଦଳରେ କାର୍ଯ୍ୟ କରିବା ସମ୍ଭବ ନୁହେଁ । ମୋଦିଙ୍କ ନେତୃତ୍ବରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି । ମୋଦି ଆତ୍ମବିଶ୍ବାସ ଓ ଭରସାର ବାତାବରଣ ସୃଷ୍ଟି କରିଛନ୍ତି । ମୋଦି କେବଳ କୁହନ୍ତିନି, କାର୍ଯ୍ୟରେ କରି ଦେଖାନ୍ତି ବୋଲି କହିଛନ୍ତି ସମୀର । ମୋତେ ଦଳ ଯେଉଁ ଦାୟିତ୍ବ ଦେବ ନିଷ୍ଠାର ସହ ତୁଲାଇବି । ନିର୍ବାଚନ ବେଳେ ଓ ନିର୍ବାଚନ ପରେ ଯେଉଁ ଦାୟିତ୍ବ ମିଳିବ ତୁଲାଇବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’