Masthead

ଖାଲି ସୁନ୍ଦର କଲେ ହେବ ନାହିଁ ଐତିହ ଏବଂ ପରମ୍ପରା ବଜାୟ ରଖିବା ସରକାରଙ୍କ କର୍ତ୍ତବ୍ୟ: ସମୀର ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ସନାତନ ଧର୍ମ ବିରୋଧୀ। ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭକୁ ନେଇ ସରକାରଙ୍କୁ ଟାର୍ଗେଟ କଲେ ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଟାର୍ଗେଟ। ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭକୁ ସରକାର ଓ ପ୍ରଶାସନ ଗୁରୁତର ସହ ନିଅନ୍ତୁ । ଜଗନ୍ନାଥ ସଂସ୍କୃତି ଓ ପ୍ରତିଦିନର ପୂଜା ପଦ୍ଧତିରେ ଅଂଶ ବିଶେଷ ଶଙ୍କରାଚାର୍ଯ୍ୟଙ୍କ ନିର୍ଦ୍ଦେଶରେ ହୋଇଥାଏ।

ଯଦି ରାଜ୍ୟ ସରକାର୍ ଏବଂ ମନ୍ଦିର ପ୍ରଶାସନ ତାଙ୍କୁ ଅଣଦେଖା କରିବେ। ଏହାକୁ ଆମେ ଦୃଢ଼ ନିନ୍ଦା କରୁଛୁ। ଖାଲି ସୁନ୍ଦର କଲେ ହେବ ନାହିଁ ଐତିହ ଏବଂ ପରମ୍ପରା ବଜାୟ ରଖିବା ସରକାରଙ୍କ କର୍ତ୍ତବ୍ୟ। ଶଙ୍କରାଚାର୍ଯ୍ୟଙ୍କ ମନରେ କ୍ଷୋଭ ସମସ୍ତ ଜଗନ୍ନାଥ ପ୍ରେମୀଙ୍କ ମନରେ କଷ୍ଟ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା