Masthead

‘ପାଠପାଢା ତଦାରଖ କରିବେ ଶିକ୍ଷକ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍କୁଲ ଛୁଟିକୁ ନେଇ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପ୍ରତିକ୍ରିୟା । ଆସନ୍ତାକାଲି ଠାରୁ ସ୍କୁଲରେ ଗ୍ରୀଷ୍ମ ଛୁଟି। ପୂର୍ବରୁ ଏହା କ୍ୟାଲେଣ୍ଡର ଅନୁସାରେ ମେ’ ୪ ରୁ ଜୁନ ୧୭ ଯାଏ ଛୁଟି ଥିଲା । ହେଲେ ପ୍ରଚଣ୍ଡ ଖରାକୁ ଦେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଠାରୁ ଖରା ଛୁଟି ଘୋଷଣା କରିଛନ୍ତି । ଏହା ଜୁନ ୧୭ ଯାଏ ବଲବତ୍ତର ରହିବ। ଯଦି ଆବଶ୍ୟକତା ପଡେ, ତା ହେଲେ ସେ ସମୟକୁ ଦେଖି ନିଷ୍ପତ୍ତି ନିଆଯିବ।

ଅବସରକାଳୀନ ଶିକ୍ଷା ଦିଆଯାଇଛି । ସେଥିପାଇଁ ସିଲାବସ କରାଯାଇଛି । ଛୁଟିରେ ପିଲା ତାହା ପଢିବେ । ଯାହାକୁ ଶିକ୍ଷକମାନେ ତଦାରଖ କରିବେ। ଆସନ୍ତାକାଲି ଅଭିଭାବକ ଓ ଶିକ୍ଷକମାନଙ୍କ ମିଟିଂ ସକାଳ ୭ ରୁ ୧୦ ଯାଏ ହେବ। ଅଭିଭାବକ ଆସିବେ, ହେଲେ ପିଲାମାନଙ୍କୁ ଆଣିବେ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା