Masthead

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଦିଆଯିବ ନମୁନା ପଶ୍ନପତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ମାଟ୍ରିକ ପରୀକ୍ଷା ହେବ ଆହୁରି ସହଜ । ୨୦୨୪ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଦିଆଯିବ ନମୁନା ପଶ୍ନପତ୍ର । ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଦିଆଯିବ ନମୁନା ପ୍ରଶ୍ନପତ୍ର । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଡିଇଓଙ୍କୁ ଚିଠି ହୋଇଛି । ପଠାଯାଇଥିବା ପ୍ରଶ୍ନପତ୍ର ସବୁ ପିଲାଙ୍କୁ ଦେବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି ।

ପ୍ରଶ୍ନପତ୍ର ଅନୁଯାୟୀ ବୋର୍ଡ ପରୀକ୍ଷା ପ୍ରସ୍ତୁତି କରିପାରିବେ ଛାତ୍ରଛାତ୍ରୀ । ଯାହାଦ୍ୱାରା ପରୀକ୍ଷା ସମୟରେ ପ୍ରଶ୍ନପତ୍ରକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୌଣସି ଦ୍ୱନ୍ଦ୍ୱ ରହିବ ନାହିଁ । ମାଟ୍ରିକ୍ ପ୍ରସ୍ତୁତି ପାଇଁ ରାଜ୍ୟ ସରକାର ଏପରି ଏକ ଅଭିନବ ବ୍ୟବସ୍ଥା ହାତକୁ ନେଇଛନ୍ତି । ଓଡ଼ିଆ, ଇଂରାଜୀ, ହିନ୍ଦି, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟରେ ଗୋଟିଏ ସେଟ୍ ଲେଖାଏଁ ନମୁନା ପ୍ରଶ୍ନପତ୍ର ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି