Masthead

ସନଲିସାଙ୍କ ଅନଶନକୁ ସଂଭାବନାର ସମର୍ଥନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଓଡ଼ିଆ ଚଳଚ୍ଚିତ୍ର ପ୍ରଥାର ପ୍ରଯୋଜିକା  ସନଲିସା ପଟେଲଙ୍କ ଦ୍ବାରା ଓଡ଼ିଆ ଚଳଚିତ୍ରର ପ୍ରୋତ୍ସାହନ ଓ ସୁରକ୍ଷା ପାଇଁ ଆରମ୍ଭ ହୋଇଥିବା ଅନଶନକୁ ସମର୍ଥନ କରିଛି ସମ୍ଭାବନା ।  ସମ୍ଭାବନା ସମ୍ପାଦକ ଦେବ ପ୍ରସାଦ ପରିଜା ଏହି ଅନଶନକୁ ନୈତିକ ସମର୍ଥନ ଘୋଷଣା କରିଛନ୍ତି । ସେ  ବିଧାନସଭା ସମ୍ମୁଖ ଧାରଣା ସ୍ଥଳରେ ପହଞ୍ଚି ସମର୍ଥନ ଜଣାଇଛନ୍ତି ।

ଏଥିସହ ଏହି ଅନଶନ ଓ ଧାରଣାକୁ ସମସ୍ତ ଓଡ଼ିଆ ଭାଷା ଓ ସଂସ୍କୃତିପ୍ରେମୀ ସମର୍ଥନ କରିବା ଓ ଅନଶନ ସ୍ଥଳରେ ପହଞ୍ଚିବା ପାଇଁ ଅନୁରୋଧ କରିଛନ୍ତି ଦେବ ପ୍ରସାଦ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା