Masthead

ବିଜେପିରେ ମିଶି ପାରନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ବିଧାୟକ ସନାତନ ମହାକୁଡ ବିଜେପିରେ ମିଶିବା ପାରନ୍ତି । ଯାହାକୁ ଚର୍ଚ୍ଚା ଜୋର ଧରିଛି। ସେ ଚମ୍ପୁଆର ପୂର୍ବତନ ବିଧାୟକ ଥିଲେ । ୨୦୧୯ ନିର୍ବାଚନରେ ଶ୍ରୀ ମହାକୁଡ ବିଜେଡି ପ୍ରାର୍ଥୀ ଜଗନ୍ନାଥ ନାଏକଙ୍କ ପାଇଁ ସିଧାସଳଖ ନିର୍ବାଚନ ପ୍ରଚାର କରି ଜଗନ୍ନାଥଙ୍କୁ ଭୋଟ ଦେବାକୁ ନିଜର ସମର୍ଥକ ଓ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ଗତ ଥର ବିଜେପିର ବିଦ୍ରୋହୀ ପ୍ରାର୍ଥୀ ୮ ହଜାର ଭୋଟ ପାଇବା ଓ ସନାତନଙ୍କ ସମର୍ଥନ କାରଣରୁ ପାଟଣାରେ ବିଜୁ ଜନତା ଦଳ ପ୍ରବଳ ସଂଘର୍ଷ କରି ବିଜୟ ଲାଭ କରିଥିଲା। ଯଦି ପୂର୍ବ ଭଳି ସନାତନ ବିଜୁ ଜନତା ଦଳକୁ ସମର୍ଥନ ନ କରି ବିଜେପିରେ ଯୋଗ ଦିଅନ୍ତି ତେବେ ସମଗ୍ର ଜିଲାରେ ବିଜେପି ପୂର୍ବାପେକ୍ଷା ସୁଦୃଢ ହେବା ସହ ପାଟଣା ଅଞ୍ଚଳରେ ମଧ୍ୟ ଅଧିକ ସୁଦୃଢ ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର