ବାଲୁକାକଳାରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ(ବଡ଼ ଖବର ବ୍ୟୁରୋ):ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା । ସମସ୍ତେ ମିଳିମିଶି ଆନନ୍ଦ, ଉଲ୍ଲାସରେ ଏହି ପର୍ବ ପାଳନ କରୁଛନ୍ତି । ନୂଆଁଖାଇ ଭେଟଘାଟରେ ଦୁଲୁକୁଛି ପୁରା ପଶ୍ଚମି ଓଡିଶା । ଏକତା ଓ ମୈତ୍ରୀର ଏହି ପର୍ବକୁ ପାଳନ କରୁଛି ସମଗ୍ର ପଶ୍ଚିମ ଓଡିଶା । ଚାଷ ଓ ଚାଷୀର ଏହି ପର୍ବ ନୂଆଁଖାଇ । ଏହି ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ବାଲୁକାକଳା ମାଧ୍ୟମରେ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନୀଳାଦ୍ରୀ ବିଚରେ ବାଳୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏହି ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ