Masthead

ସାବଧାନ ବାଲି ମାଫିଆ

ପୁରୁଷୋତ୍ତମପୁର(ବଡ଼ ଖବର ବ୍ୟୁରୋ): ପୁରୁଷୋତ୍ତମପୁରରେ ଲମ୍ବି ଚାଲିଛି ବେଆଇନ ବାଲି ଚାଲଣର ଚେର । ଏନେଇ ବାରମ୍ବାର ଅଭିଯୋଗ ପରେ ତତ୍ପରତା ଦେଖାଇଛି ସ୍ଥାନୀୟ ପ୍ରଶାସନ । ଶୁକ୍ରବାର ଗୋବା ଗ୍ରାମରୁ ବିନା ଲିଜରେ ବାଲି ଚୋରା ଚାଲଣ ହେଇଥିବା ଖବର ପାଇ ତହସିଲଦାର ହିନ୍ଦୁଳା ଗ୍ରାମ ପାଖରେ ଚଢଉ କରିଥିଲେ । ୧୮ଟି ଟ୍ରାକ୍ଟର ଜବର କରିବା ସହ ୩ଲକ୍ଷ ୭୮ହଜାର ଟଙ୍କା ଫାଇନ ଆଦୟ କରାଯାଇଛି । ତହସିଲଦାରଙ୍କ ଏଭଳି କାର୍ଯ୍ୟାନୁଷ୍ଠାନରେ ବାଲି ମାଫିଆମାନେ ଆତଙ୍କିତ ହୋଇପଡିଛନ୍ତି । ପ୍ରକାଶ ଥାଉକି ବାଲି ଚୋରାଚାଲାଣ ନେଇ ପୂର୍ବରୁ ତହସିଲାଦରଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତିକରି ନୁତନ ତହସିଲଦାର ଏହି ଚଢଉ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା