Masthead

ବାଲି ଚୋରା ଚାଲାଣ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ରାଜସ୍ୱ ସର୍କଲ ଅନ୍ତର୍ଗତ ଦେବୀନଦୀର କୋରୁଅ ଗରଦର ବାଲିଘାଟରୁ ଚୋରାରେ ବାଲି ଚାଲଣ ହେଉଛି । ପୋଲିସ ଚଢଉ କରି ୪ଟି ଟ୍ରାକ୍ଟର ସହ ୨ଟି ବାଇକ ଜବତ କରି ୫ଜଣଙ୍କୁ ଅଟକ ରଖିଛି । କରୋନା ସମୟରେ କେତେକ ଅସାଧୁ ବାଲି ମାଫିଆ ରାତାରାତି ବାଲି ଚୋରା ଚାଲାଣ କରୁଥିବା ବାରମ୍ବାର ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ପାଇବାରେ ଜଗତସିଂହପୁର ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ