Masthead

ମୁକୁଳା ସୀମାରେ ଚାଲିଛି ବାଲି ମାଫିଆଙ୍କ ରାଜ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଥମିବାର ନା ନେଉନି ଚୋରା ବାଲି ଚାଲାଣ । ଓଡ଼ିଶାରୁ ପଶ୍ଚିମବଙ୍ଗକୁ ବେଧଡ଼କ ଭାବେ ନକଲି କାଗଜ ପତ୍ରରେ ଚାଲିଛି ଚାଲାଣ । ମୁକୁଳା ସୀମାରେ ଚାଲିଛି ବାଲି ମାଫିଆଙ୍କ ରାଜ । ବାଲେଶ୍ବର ଜିଲ୍ଲା ସୀମାନ୍ତ ଭୋଗରାଇ ବ୍ଲକ ଜଳେଶ୍ବର-ଚନ୍ଦନେଶ୍ବର ୫୭ ନମ୍ବର ରାଜ୍ୟ ରାଜପଥର ଉଦୟପୁର ବୋର୍ଡର ପାଲିଟିଛି ଚୋରା ଲଘୁଖଣିଜ ଚାଲାଣ ମୁଖ୍ୟ ରାସ୍ତା । ସୂଚନା ଅନୁଯାୟୀ ପ୍ରତ୍ୟକ ଦିନ ଭଳି ଓଡିଶା ପଟୁ ପଶ୍ଚିମବଙ୍ଗକୁ ଅନେକ ବାଲି ବୋଝେଇ ଗାଡି ଚାଲାଣ ହେଉଥିଲା ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ।

ପରବର୍ତ୍ତୀ ସମୟରେ ଘଟଣାସ୍ଥଳରେ ମେରାଇନ ଥାନା ପହଞ୍ଚି ଦୁଇଟି ଗାଡି ଜବତ କରିବା ସହ ତଦନ୍ତ କରୁଥିବା ଜଣା ପଡ଼ିଛି। ଏହାକୁ ନେଇ ବାଲି ମାଫିଆଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ତେବେ ବାଲି ମାଫିଆଙ୍କ ପ୍ରତି ପ୍ରଶାସନ ଓ ପୋଲିସର ମିଳିତ କାର୍ଯ୍ୟାନୁଷ୍ଠାନ ଜାରି ରହିଲେ ଏହି ବେଆଇନ କଳା କାରବାରକୁ ରୋକା ଯାଇ ପାରିବି ବୋଲି ସର୍ବସାଧାରଣରେ ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି