Masthead

ରାଜଧାନୀରେ ଧୂଳି ଝଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଭିଷଣ ଧୂଳି ଝଡ ସାଙ୍ଗକୁ ସାମାନ୍ୟ ଘଡଘଡି ସହ ବର୍ଷା ହୋଇଛି । ଗତ କିଛି ଦିନ ହେବ ଲାଗି ରହିଥିବା ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ଥି ମିଳିଛି । ରାଜଧାନୀ ସମେତ କଟକରେ ମଧ୍ୟ ଆଂଶିକ ଧୂଳି ଝଡ଼ ସାଙ୍ଗକୁ ଘଡଘଡି ଓ ବର୍ଷା ହୋଇଛି । ଯାହାଫଳରେ ଟ୍ୱିନସିଟିରେ କିଛି ସମୟ ପାଇଁ ଯାତାୟାତ ସମ୍ଫୂର୍ଣ୍ଣରୂପେ ଠପ୍ ହୋଇଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼