Masthead

ସଂଗ୍ରାମ ଜେନାଙ୍କ ଦେହାନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସିଲା ଦୁଃଖଦ ଖବର । ସଂଗ୍ରାମ ଜେନାଙ୍କ ପରଲୋକ । ରାଜ୍ୟର ପୂର୍ବତନ ଯୁବ କଂଗ୍ରେସ ସଭାପତି ଥିଲେ ସଂଗ୍ରାମ । ଏହାଛଡା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ଥିଲେ ସଂଗ୍ରାମ  ।

ତେବେ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ । ହାଇଦ୍ରାବାଦରେ ଚାଲିଥିଲା ଇସିଏମଓ ଚିକିତ୍ସା । ମାତ୍ର ୪୪ବର୍ଷ ବୟସରେ ସଂଗ୍ରାମଙ୍କର ପରଲୋକ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ