କଣ୍ଟାମାଳ ବିଧାନସଭାରେ ଚାଲିଛି ସାନି ମତଦାନ

କନ୍ଧମାଳ(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ୱର ୨୬ ଓ ୨୮ରେ ସାନି ମତଦାନ ଚାଲିଛି। ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି ଭୋଟିଂ। ଅପରାହ୍ନ ୪ଟା ଯାଏ ମତଦାନ ଚାଲିବ। ଦୁଇଟି ବୁଥରେ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହୋଇଛନ୍ତି ୪ଜଣ ମାଜିଷ୍ଟ୍ରେଟ।

ବ୍ୟାପକ ପୁଲିସ ମଧ୍ୟ ଫୋର୍ସ ମୃତୟନ ହୋଇଛନ୍ତି। କଣ୍ଟାମାଳ ନିର୍ବାଚନମଣ୍ଡଳୀର ଦୁଇଟି ବୁଥରେ ଭୋଟରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କୁହାଯାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ସାନି ମତଦାନ ପାଇଁ ଦାବି କରିଥିଲେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ।

ଏପରିକି ପୁଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା ଏବଂ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା। ସୂଚନାଯୋଗ୍ୟ, ୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା। ତେବେ ଏହି ଦୁଇ ବୁଥରେ ମତଦାନକୁ ନେଇ ଅଭିଯୋଗ ହେବାପରେ ନିର୍ବାଚନ କମିଶନ ଅନୁରୂପ ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’