Masthead

ଅଲିମ୍ପିକ୍ସରେ ନିରାଶ ହେଲେ ସାନିଆ-ଅଙ୍କିତା

(ବଡ଼ ଖବର ବ୍ୟୁରୋ): ହାରିଲେ ସାନିଆ ଓ ଅଙ୍କିତା । ଭାରତ ପୁଣି ନିରାଶ । ଟୋକିଓ ଅଲିମ୍ପିକ୍ସର ମହିଳା ଟେନିସ ଡବଲରେ ଭାଗନେଇଥିବା ଭାରତୀୟ ମହିଳା ସାନିଆ ଓ ଅଙ୍କିତା ୟୁକ୍ରେନର ଏଲ. କିଚେନକ ଓ ଏନ.କିଚେନକଙ୍କ ଠାରୁ ୮-୧୦ ପଏଣ୍ଟରେ ପରାସ୍ତ ହୋଇଛନ୍ତି ।

ସାନିଆ ମିର୍ଜା ଏବଂ ଅଙ୍କିତା ରୈନା ଡବଲ୍ସ ଯୋଡି ପ୍ରଥମ ରାଉଣ୍ଡରୁ ବାହାରିଯାଇଛନ୍ତି । ଏହା ସହ ଭାରତର ମହିଳା ଡବଲ୍ସରେ ପଦକ ଜିତିବାର ସମ୍ଭାବନା ମଧ୍ୟ ଶେଷ ହୋଇଛି । ସାନିଆ ଏବଂ ଅଙ୍କିତାଙ୍କ ଯୋଡି ପ୍ରଥମ ରାଉଣ୍ଡରୁ ଆଉଟ୍ ହୋଇଛନ୍ତି । ଫଳରେ ଭାରତୀୟ ଯୋଡିଙ୍କ ଯାତ୍ରା ସରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା