Masthead

ମ୍ୟାଚ ଦିନ ସୋସିଆଲ ମିଡିଆ ଠାରୁ ଦୂରରେ ରହିବେ ସାନିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ରେ  ଭାରତ-ପାକ ମଧ୍ୟରେ ହେବ ଟି-୨୦ । ସମସ୍ତଙ୍କ ନଜର ମ୍ୟାଚରେ ରହିଥିବାବେଳେ ଟେନିସ ତାରକା ସାନିଆ ମିର୍ଜା ସେହି ଦିନ ନିଜକୁ ସୋସିଆଲ ମିଡିଆ ଠାରୁ ଦୂରରେ ରଖିବା ପାଇଁ ଯୋଜନା କରୁଛନ୍ତି । ମ୍ୟାଚ ପୂର୍ବରୁ ଯାହା ସେ ଇନଷ୍ଟାଗ୍ରାମରେ ଏକ ରିଲ ସେୟାର କରିଛନ୍ତି । ସେ କହିଛନ୍ତି ‘ଭାରତ ବନାମ ପାକିସ୍ତାନ ମ୍ୟାଚ୍ ଦିନ ମୁଁ ସୋସିଆଲ ମିଡିଆରୁ ଗାଏବ ରହିବି ।

ସେ ରିଲର କ୍ୟାପସନ୍ କରି ବିଦାୟ ଲେଖିଛନ୍ତି ।ତେବେ ଟି -୨୦ ବିଶ୍ୱକପ ମ୍ୟାଚ ଦିନ ଭାରତର ଟେନିସ ଖେଳାଳି ସାନିଆ ମିର୍ଜା ସୋସିଆଲ ମିଡିଆଠାରୁ ଦୂରରେ ରହିବାକୁ ଯୋଜନା କରୁଛନ୍ତି । ଭାରତ ପାକିସ୍ତାନ ମ୍ୟାଚ୍ ଦିନ ସୋସିଆଲ ମିଡିଆରେ ସୃଷ୍ଟି ହୋଇଥିବା ଖରାପ ପରିବେଶ ଯୋଗୁଁ ସେ ଏପରି କରିବାକୁ ନିଷ୍ପତ୍ତି ନେଇଛନ୍ତି । ଦୁଇ ବର୍ଷ ପରେ ଭାରତ ଏବଂ ପାକିସ୍ତାନ ଏକ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବାକୁ ଯାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ