Masthead

‘ଡବଲ ଇସ୍ମାର୍ଟ’ରେ ସଞ୍ଜୟ ଦତ୍ତଙ୍କ ପ୍ରଥମ ଲୁକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି । ଏହି ବିଶେଷ ଦିନରେ ଅଭିନେତା ତାଙ୍କ ପ୍ରଶଂସକମାନଙ୍କୁ ଏକ ଉପହାର ଦେଇଛନ୍ତି । ସଞ୍ଜୟ ଦତ୍ତ ତାଙ୍କ ଆଗାମୀ ଫିଲ୍ମ ‘ଡବଲ ଇସ୍ମାର୍ଟ’ର ପ୍ରଥମ ଲୁକ ସେୟାର କରିଛନ୍ତି । ଅଭିନେତାଙ୍କୁ ଏକ ଦମଦାର ଲୁକରେ ଦେଖିବାକୁ ମିଳିଛି । ସଞ୍ଜୟ ଦତ୍ତଙ୍କ ପ୍ରଶଂସକମାନେ ତାଙ୍କ ଏହି ଲୁକକୁ ଅତ୍ୟନ୍ତ ପସନ୍ଦ କରୁଛନ୍ତି । ଫ୍ୟାନ୍ସମାନେ ଅଧିକ ଉତ୍ସାହିତ ଥିବା ଜଣାପଡୁଛନ୍ତି । ଅନେକ ଫ୍ୟାନ୍ସ ତାଙ୍କୁ ଜନ୍ମଦିନର ସୁଭେଚ୍ଛା ମଧ୍ୟ ଦେଇଛନ୍ତି । ତେବେ ଏହି ଲୁକ ଦେଖି ଫ୍ୟାନ୍ସମାନେ ତାଙ୍କ ଫିଲ୍ମକୁ ଉତ୍ସାହର ସହ ଅପକ୍ଷା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ