Masthead

‘ଡବଲ ଇସ୍ମାର୍ଟ’ରେ ସଞ୍ଜୟ ଦତ୍ତଙ୍କ ପ୍ରଥମ ଲୁକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି । ଏହି ବିଶେଷ ଦିନରେ ଅଭିନେତା ତାଙ୍କ ପ୍ରଶଂସକମାନଙ୍କୁ ଏକ ଉପହାର ଦେଇଛନ୍ତି । ସଞ୍ଜୟ ଦତ୍ତ ତାଙ୍କ ଆଗାମୀ ଫିଲ୍ମ ‘ଡବଲ ଇସ୍ମାର୍ଟ’ର ପ୍ରଥମ ଲୁକ ସେୟାର କରିଛନ୍ତି । ଅଭିନେତାଙ୍କୁ ଏକ ଦମଦାର ଲୁକରେ ଦେଖିବାକୁ ମିଳିଛି । ସଞ୍ଜୟ ଦତ୍ତଙ୍କ ପ୍ରଶଂସକମାନେ ତାଙ୍କ ଏହି ଲୁକକୁ ଅତ୍ୟନ୍ତ ପସନ୍ଦ କରୁଛନ୍ତି । ଫ୍ୟାନ୍ସମାନେ ଅଧିକ ଉତ୍ସାହିତ ଥିବା ଜଣାପଡୁଛନ୍ତି । ଅନେକ ଫ୍ୟାନ୍ସ ତାଙ୍କୁ ଜନ୍ମଦିନର ସୁଭେଚ୍ଛା ମଧ୍ୟ ଦେଇଛନ୍ତି । ତେବେ ଏହି ଲୁକ ଦେଖି ଫ୍ୟାନ୍ସମାନେ ତାଙ୍କ ଫିଲ୍ମକୁ ଉତ୍ସାହର ସହ ଅପକ୍ଷା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ