Masthead

ଯେଉଁଠି ବିଜେପିର ପରାଜୟ ହେବାର ଆଶଙ୍କା ରହିଛି, ସେଠାରେ ଦଙ୍ଗା ଘଟୁଛି: ସଞ୍ଜୟ ରାଉତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶିବସେନା ଉଦ୍ଧବ ଠାକରେ ଦଳର ନେତା ସଞ୍ଜୟ ରାଉତଙ୍କ ଅଭିଯୋଗ । ପଶ୍ଚିମବଙ୍ଗ, ବିହାରରେ ହେଉଥିବା ହିଂସା ଯୋଜନାବଦ୍ଧ ଭାବରେ ଘଟୁଛି । ଏଭଳି ଘଟଣା ପାଇଁ ସେ ବିଜେପିକୁ ଦାୟୀ କରିଛନ୍ତି। ସଞ୍ଜୟ ରାଉତ କହିଛନ୍ତି ଯେ ଯୋଜନାବଦ୍ଧ ଭାବରେ ବଙ୍ଗଳାରେ ହିଂସା ସୃଷ୍ଟି କରାଯାଉଛି। ଯେତେବେଳେ ନିର୍ବାଚନ ପାଖେଇ ଆସେ କିମ୍ବା ଯେଉଁ ଅଞ୍ଚଳରେ ବିଜେପିର ପରାଜୟ ହେବାର ଆଶଙ୍କା ରହିଛି, ସେଠାରେ ଦଙ୍ଗା ଘଟୁଛି। ବିଜେପି ଜାଣିଶୁଣି ଏଭଳି କରୁଛି ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି