Masthead

୫ ଦିନିଆ ରିମାଣ୍ଡରେ ଆପ ସାଂସଦ ସଞ୍ଜୟ ସିଂହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ପ୍ରତ୍ୟାହାର ହୋଇସାରିଥିବା ଅବକାରୀର ନୀତିରେ ଦୁର୍ନୀତି ଘଟଣାରେ ଗିରଫ ଆପ୍‌ ସାଂସଦ ସଞ୍ଜୟ ସିଂହଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନାହିଁ। ଅବକାରୀ ନୀତି ଦୁର୍ନୀତି ଘଟଣାରେ ଇଡି ସଞ୍ଜୟ ସିଂହଙ୍କୁ ଗିରଫ କରିଥିଲା। ଆଜି ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଇଡିକୁ ଅନୁମତି ଦେଇଛନ୍ତି। ଏହି ୫ ଦିନ କାଳ ଇଡି ସଞ୍ଜୟ ସିଂହଙ୍କୁ ଜେରା କରିବା ସହ ମଦ ନୀତି ଦୁର୍ନୀତି ଘଟଣାରେ ଅଧିକ ତଥ୍ୟ ହାସଲ କରିବ। ଅବକାରୀ ନୀତିରେ ହୋଇଥିବା ଦୁର୍ନୀତିରୁ ଜଣେ ବ୍ୟବସାୟୀ ୩ କୋଟି ଟଙ୍କା ସଞ୍ଜୟ ସିଂହଙ୍କୁ ଦେଇଥିବା ଆଜି ଇଡି ତାଙ୍କୁ ରିମାଣ୍ଡରେ ନେବେ ବେଳେ କୋର୍ଟଙ୍କୁ ଅବଗତ କରାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ