Masthead

୫ ଦିନିଆ ରିମାଣ୍ଡରେ ଆପ ସାଂସଦ ସଞ୍ଜୟ ସିଂହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ପ୍ରତ୍ୟାହାର ହୋଇସାରିଥିବା ଅବକାରୀର ନୀତିରେ ଦୁର୍ନୀତି ଘଟଣାରେ ଗିରଫ ଆପ୍‌ ସାଂସଦ ସଞ୍ଜୟ ସିଂହଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନାହିଁ। ଅବକାରୀ ନୀତି ଦୁର୍ନୀତି ଘଟଣାରେ ଇଡି ସଞ୍ଜୟ ସିଂହଙ୍କୁ ଗିରଫ କରିଥିଲା। ଆଜି ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଇଡିକୁ ଅନୁମତି ଦେଇଛନ୍ତି। ଏହି ୫ ଦିନ କାଳ ଇଡି ସଞ୍ଜୟ ସିଂହଙ୍କୁ ଜେରା କରିବା ସହ ମଦ ନୀତି ଦୁର୍ନୀତି ଘଟଣାରେ ଅଧିକ ତଥ୍ୟ ହାସଲ କରିବ। ଅବକାରୀ ନୀତିରେ ହୋଇଥିବା ଦୁର୍ନୀତିରୁ ଜଣେ ବ୍ୟବସାୟୀ ୩ କୋଟି ଟଙ୍କା ସଞ୍ଜୟ ସିଂହଙ୍କୁ ଦେଇଥିବା ଆଜି ଇଡି ତାଙ୍କୁ ରିମାଣ୍ଡରେ ନେବେ ବେଳେ କୋର୍ଟଙ୍କୁ ଅବଗତ କରାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ