Masthead

ସଂଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପ୍ରଫେସର ସଂଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ । ଓଡିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମର ଧାରା ୬ର ସବ୍ ସେକ୍ସନ୍ (୭) ସହିତ କ୍ଷମତା ପ୍ରୟୋଗରେ ମାନ୍ୟବର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି, ଓଡିଶା ପ୍ରଫେସର ଗଣେଶୀ ଲାଲ ପ୍ରଫେସର ସଞ୍ଜୀବ ମିତ୍ତଲଙ୍କୁ କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟର ଚାରି ବର୍ଷ ପାଇଁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ପ୍ରଫେସର ମିତ୍ତଲ ବର୍ତ୍ତମାନ ପ୍ରଫେସର ଭାବରେ ୟୁନିଭରସିଟି ସ୍କୁଲ୍ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ୍, ଗୁରୁ ଗୋବିନ୍ଦ ସିଂ ଇନ୍ଦ୍ରପ୍ରଥା ବିଶ୍ୱବିଦ୍ୟାଳୟ, ଦିଲ୍ଲୀରେ କାର୍ଯ୍ୟ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ