Masthead

ସଂଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପ୍ରଫେସର ସଂଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ । ଓଡିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମର ଧାରା ୬ର ସବ୍ ସେକ୍ସନ୍ (୭) ସହିତ କ୍ଷମତା ପ୍ରୟୋଗରେ ମାନ୍ୟବର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳପତି, ଓଡିଶା ପ୍ରଫେସର ଗଣେଶୀ ଲାଲ ପ୍ରଫେସର ସଞ୍ଜୀବ ମିତ୍ତଲଙ୍କୁ କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟର ଚାରି ବର୍ଷ ପାଇଁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ପ୍ରଫେସର ମିତ୍ତଲ ବର୍ତ୍ତମାନ ପ୍ରଫେସର ଭାବରେ ୟୁନିଭରସିଟି ସ୍କୁଲ୍ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ୍, ଗୁରୁ ଗୋବିନ୍ଦ ସିଂ ଇନ୍ଦ୍ରପ୍ରଥା ବିଶ୍ୱବିଦ୍ୟାଳୟ, ଦିଲ୍ଲୀରେ କାର୍ଯ୍ୟ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା