Masthead

ବିଜେଡି ଛାଡ଼ିଲେ ସଞ୍ଜୀବ ସାହୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର । ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ସଞ୍ଜୀବ ସାହୁ ଦେଲେ ଇସ୍ତଫା । ସେପଟେ ୪ଥର ବିଧାୟକ ହୋଇ ସାରିଛନ୍ତି ସଞ୍ଜୀବ । ୨ ଥର ବୀରମହାରାଜପୁର ଏବଂ ୨ ଥର ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ ।

୨୦୦୩ ମସିହାରେ ଉପ-ନିର୍ବାଚନରେ ବୀରମହାରାଜପୁର ଏବଂ ୨୦୦୪ରେ ବୀରମହାରାଜପୁର ବିଧାୟକ ହୋଇଥିଲେ । ୨୦୦୬ ମସିହାରେ ବିଜ୍ଞାନ କାରିଗରୀ, ଗଣଶିକ୍ଷା ମନ୍ତ୍ରୀ ସ୍ୱାଧୀନ ଭାବେ ଏବଂ ୨୦୦୯ ରେ ଆଠ ମଲ୍ଳିକ ନିର୍ବାଚନ ମଣ୍ଡଳୀରୁ ଜିତି ବିଧାୟକ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର