ସଙ୍କଟବେଳେ ପହଞ୍ଚିଲା ସଞ୍ଜୀବନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମଗ୍ର ଦେଶରେ ବଢିଚାଲିଛି କରୋନାର ଦ୍ୱିତୀୟ ଲହରି । କେନ୍ଦ୍ର ସରକାର ଚିନ୍ତିତ ହୋଇପଡିଥିବା ବେଳେ ପ୍ରତିକାର ପାଇଁ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସହଯୋଗ ଲୋଡିଛନ୍ତି । ପ୍ରଧାନମନ୍ତ୍ରୀ ବିଭିନ୍ନ ରାଜ୍ୟର ମୁଖ୍ୟଙ୍କ ସହ କଥା ହୋଇ କେନ୍ଦ୍ର ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲିସ ସ୍ପଷ୍ଟ କରିଛନ୍ତି । ତେଣେ ରାଜ୍ୟରେ ଟିକା ଅଭାବରୁ କିଛି କେନ୍ଦ୍ର ବନ୍ଦ ଥିବାର ଖବର ଆସିଥିଲା ।

ଯୋଗ୍ୟ ଥାଇ ବି ଟିକା ପାଇନଥିଲେ ଅନେକ । ଏବେ କିନ୍ତୁ ଆସିଛି ଖୁସି । ସଙ୍କଟ କାଳରେ ପହଂଚିଛି ସଞ୍ଜୀବନୀ । ୧୧ ତାରିଖ ଠାରୁ ଆରମ୍ଭ ହେବ ଟିକା ଉତ୍ସବ । ଏହା ପୂର୍ବରୁ ରାଜ୍ୟକୁ ଟିକା ଆସିବା ଅତ୍ୟନ୍ତ ଗୁରୁତ୍ୱର ବିଷୟ । ଟିକାର ଅଭାବ ନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନଙ୍କୁ ଲେଖିଥିଲେ ଚିଠି । ଯାହାର ଫଳ ସୂରୁପ ଆସିଛି ଟିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’