Masthead

ଜାଲ ସାର୍ଟିଫିକେଟ, ସୁଶାନ୍ତ ସିଂଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଜାଲ ସାର୍ଟିଫିକେଟ ତାତି । ଜାଲ ସାର୍ଟିଫିକେଟ ପ୍ରସଙ୍ଗକୁ ନେଇ ଗର୍ଜିଛି କଂଗ୍ରେସ । ପୂର୍ବତନ ମନ୍ତ୍ରୀ ଶୁଶାନ୍ତ ସମ୍ପୃକ୍ତିକୁ ନେଇ ପ୍ରଶ୍ନ ଉଠାଇଛି । ସୁଶାନ୍ତ ସିଂଙ୍କ ସହିତ ଜାଲ ସାର୍ଟିଫିକେଟର ମାଷ୍ଟର ମାଇଣ୍ଡ ମନୋଜ ମିଶ୍ରଙ୍କ ଫଟୋ ଦେଖାଇ ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ମନୋଜ ମିଶ୍ର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଡାହାଣ ହାତ କହି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ।

ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ କାରବାର ସକ୍ରିୟ ରହିଛି । ୧୯ ଜଣ ଗିରଫ ହେଲେଣି । ଅନ୍ୟ ଜିଲ୍ଲାକୁ ମଧ୍ୟ ଜାଲ ସାର୍ଟିଫିକେଟ କାରବାର ବ୍ୟାପିଥିବା କହିଛନ୍ତି ନରସିଂହ ମିଶ୍ର । ଏଥିରେ ଆଉ କେତେ ଜଣ ଗିରଫ ହେବେ ତାହା ଅକାଳନ ବାହାରେ । ବାହାର ଜିଲ୍ଲା ଓ ରାଜ୍ୟରେ ତଦନ୍ତ କରିବା ପାଇଁ ପୋଲିସର କ୍ଷମତା ଅଛି କି ନାହିଁ ବୋଲି ପ୍ରଶ୍ନ କରିଛନ୍ତି ନରସିଂହ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ