Masthead

ଝାରସୁଗୁଡ଼ାରେ କଂଗ୍ରେସର ସ୍ଥିତି ଭଲ ଅଛି: ସନ୍ତୋଷ ସିଂ ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ସେ କହିଛନ୍ତି, ଝାରସୁଗୁଡ଼ା ହେଉଛି କଂଗ୍ରେସର ପରମ୍ପରା ଗତ ସିଟ୍ । ଝାରସୁଗୁଡ଼ାରେ କଂଗ୍ରେସର ସ୍ଥିତି ଭଲ ଅଛି । ପିସିସିଙ୍କ ଅଧ୍ୟକ୍ଷତାରେ ଗୋଟେ କମିଟି ଗଠନ ହୋଇଛି । ବିଧାନସଭା ସରିଲେ କମିଟି ଝାରସୁଗୁଡ଼ା ଯିବ ।

୨୦୦୯ ଏବଂ ୨୦୧୪ ନିର୍ବାଚନରେ ନବ ଦାସ କଂଗ୍ରେସ ବିଧାୟକ ଥିଲେ । ଏବଂ  ୨୦୧୯ ରେ ସେ ବିଜେଡିକୁ ଯାଇଥିଲେ । ନବ ଦାସ ବିଜେଡି ଗଲାବେଳେ ତାଙ୍କ ସହ କଂଗ୍ରେସର ଯେତେ କର୍ମୀ ଥିଲେ ମୁନିସିପାଲିଟି ଏବଂ ବ୍ଲକରୁ ଆରମ୍ଭ କରି ସମସ୍ତଙ୍କୁ ସେ ବିଜେଡିକୁ ନେଇ ଯାଇଥିଲେ । ଏବେ ତାଙ୍କ ହତ୍ୟା ପରେ କର୍ମୀ ମାନଙ୍କ ଘର ବାହୁଡ଼ା ହେଉଛି । ଯାହା ଫଳରେ ସେଠି କଂଗ୍ରେସର ସ୍ଥିତି ସେଠି ଭଲ ରହିବ । ପିସିସି ମଧ୍ୟ କହିଛନ୍ତି ଯେ, ଯାହାକୁ କଂଗ୍ରେସ କର୍ମୀ ମାନେ ଚାହୁଁଥିବେ ତାଙ୍କୁ ହିଁ କଂଗ୍ରେସ ଟିକେଟ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ