Masthead

ଝାରସୁଗୁଡ଼ାରେ କଂଗ୍ରେସର ସ୍ଥିତି ଭଲ ଅଛି: ସନ୍ତୋଷ ସିଂ ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ସେ କହିଛନ୍ତି, ଝାରସୁଗୁଡ଼ା ହେଉଛି କଂଗ୍ରେସର ପରମ୍ପରା ଗତ ସିଟ୍ । ଝାରସୁଗୁଡ଼ାରେ କଂଗ୍ରେସର ସ୍ଥିତି ଭଲ ଅଛି । ପିସିସିଙ୍କ ଅଧ୍ୟକ୍ଷତାରେ ଗୋଟେ କମିଟି ଗଠନ ହୋଇଛି । ବିଧାନସଭା ସରିଲେ କମିଟି ଝାରସୁଗୁଡ଼ା ଯିବ ।

୨୦୦୯ ଏବଂ ୨୦୧୪ ନିର୍ବାଚନରେ ନବ ଦାସ କଂଗ୍ରେସ ବିଧାୟକ ଥିଲେ । ଏବଂ  ୨୦୧୯ ରେ ସେ ବିଜେଡିକୁ ଯାଇଥିଲେ । ନବ ଦାସ ବିଜେଡି ଗଲାବେଳେ ତାଙ୍କ ସହ କଂଗ୍ରେସର ଯେତେ କର୍ମୀ ଥିଲେ ମୁନିସିପାଲିଟି ଏବଂ ବ୍ଲକରୁ ଆରମ୍ଭ କରି ସମସ୍ତଙ୍କୁ ସେ ବିଜେଡିକୁ ନେଇ ଯାଇଥିଲେ । ଏବେ ତାଙ୍କ ହତ୍ୟା ପରେ କର୍ମୀ ମାନଙ୍କ ଘର ବାହୁଡ଼ା ହେଉଛି । ଯାହା ଫଳରେ ସେଠି କଂଗ୍ରେସର ସ୍ଥିତି ସେଠି ଭଲ ରହିବ । ପିସିସି ମଧ୍ୟ କହିଛନ୍ତି ଯେ, ଯାହାକୁ କଂଗ୍ରେସ କର୍ମୀ ମାନେ ଚାହୁଁଥିବେ ତାଙ୍କୁ ହିଁ କଂଗ୍ରେସ ଟିକେଟ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ